ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଯାଜପୁର ଗସ୍ତ
Spread the loveଯାଜପୁର, ୦୩/୦୨/୨୬: ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ଯାଜପୁର ବିରଜା ମନ୍ଦିର ଗସ୍ତରେ ଆସିଛନ୍ତି। ସମଗ୍ର ଜିଲ୍ଲାବାସୀ ମହାମହିମ ରାଷ୍ଟ୍ରପତିଙ୍କୁ ଗସ୍ତକୁ ନେଇ ଉତ୍ସାହିତ ଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଏହା ପ୍ରଥମ ଯାଜପୁର ଗସ୍ତ ଥିଲା। ଯାଜପୁରବାସୀ ଏହି ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହୋଇଥିଲେ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ୯.୩୦ ମିନିଟ ସମୟରେ ଯାଜପୁରର ପ୍ରଶାସନିକ ଭବନ […]
Continue Reading